logo

ପୀଡ଼ିତାଙ୍କ ସ୍ବାସ୍ଥ୍ୟାବସ୍ଥାରେ ସାମାନ୍ୟ ସୁଧାର, ରକ୍ତଚାପ ପୂର୍ବଦିନ ଅପେକ୍ଷା ସାମାନ୍ୟ ରହିଛି

ଭୁବନେଶ୍ବର ଏମ୍ସରେ ଚିକିତ୍ସିତ ହେଉଛନ୍ତି ବଳଙ୍ଗା ପୀଡ଼ିତା ନାବାଳିକା । ବଳଙ୍ଗା ପୀଡିତାଙ୍କୁ ଦିଲ୍ଲୀ ଏମ୍ସ ସ୍ଥାନାନ୍ତର ନେଇ ଚାଲିଛି ପ୍ରସ୍ତୁତି । ପୀଡ଼ିତାଙ୍କୁ ଏୟାରଲିଫ୍ଟ ନେଇ ପ୍ରତିକ୍ରିୟା ରଖିଛନ୍ତି ଏମ୍ସ ନିର୍ଦ୍ଦେଶକ ଆଶୁତୋଷ ବିଶ୍ବାସ । ଦିନ ୧୨ଟା ୩୦ମିନିଟ୍ ସୁଦ୍ଧା ପୀଡ଼ିତାଙ୍କୁ ଦିଲ୍ଲୀ ଏୟାରଲିଫ୍ଟ କରାଯିବ । ପୀଡିତାଙ୍କ ସ୍ବାସ୍ଥ୍ୟାବସ୍ଥାରେ ସାମାନ୍ୟ ସୁଧାର ଆସିଛି । ରକ୍ତଚାପ ପୂର୍ବଦିନ ଅପେକ୍ଷା ସାମାନ୍ୟ ଥିବା ବେଳେ ସ୍ବାସ୍ଥ୍ୟାବସ୍ଥାରେ ସୁଧାର ଆସିଛି । ଏମ୍ସର ଡାକ୍ତରୀଦଳ ସହ ପରିବାର ସଦସ୍ୟ ମଧ୍ୟ ଦିଲ୍ଲୀ ଯିବେ ।

16
99 views