ଗଁଦିଆ ବ୍ଲକ ସନ୍ତପୁର ସରକାରୀ ଉଚ୍ଚ ବିଦ୍ୟାଳୟ ଠାରେ ବାର୍ଷିକ କ୍ରୀଡା ଉତ୍ସବ ଉଦଯାପିତ
ଗଁଦିଆ ବ୍ଳକ ସନ୍ଥପୁର ସରକାରୀ ଉଚ୍ଚ ବିଦ୍ୟାଳୟ ଠାରେ ବାର୍ଷିକ କ୍ରିଡା ଉତ୍ସବ ଉଦଯାପିତଗଁଦିଆ ବ୍ଲକ ଅନ୍ତର୍ଗତ ସନ୍ଥପୁର ସରକାରୀ ଉଚ୍ଚ ବିଦ୍ୟାଳୟର ବାର୍ଷିକ କ୍ରୀଡ଼ା ଉତ୍ସବ ଆଜି ତା ୧୯।୧୨।୨୫ ରିଖ ଅପରାହ୍ନ ୩ ଘଣ୍ଟା ସମୟରେ ଉଦଜାପିତ ହୋଇଯାଇଛି।ପ୍ରଧାନ ଶିକ୍ଷୟିତ୍ରୀ ସୁନିତା ବେହେରାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଉତ୍ସବରେ ମୁଖ୍ୟ ଅତିଥି ଭାବରେ ସମାଜ ପେପରର ଜିଲ୍ଲା ପ୍ରତିନିଧି ତଥା ବରିଷ୍ଠ ସାମ୍ବାଦିକ ଶିଶିର କୁମାର ଶତପଥୀ, ସମ୍ମାନିତ ଅତିଥି ଭାବରେ ଗଁଦିଆ ଥାନା ଅଧିକାରୀ ପ୍ରତାପ ଚନ୍ଦ୍ର ଦଳାଇ ଓ ନିୟୁ ଇଣ୍ଡିଆ ସଂସ୍ଥାର ନିର୍ଦ୍ଦେଶକ ଶେଶଦେବ ରାଉତ ଯୋଗ ଦେଇଥିଲେ।