logo
Select Language
Hindi
Bengali
Tamil
Telugu
Marathi
Gujarati
Kannada
Malayalam
Punjabi
Urdu
Oriya

ବଡବାହାଲ ପଞ୍ଚଖଣ୍ଡା ଉଚ୍ଚ ବିଦ୍ୟାଳୟ ରେ ୩୭ ତମ ବାର୍ଷିକ ଉତ୍ସବ ଅନୁଷ୍ଠିତ

ସମ୍ବଲପୁର(ଦୀପକ ସିଂ)୨୧/୦୧/୨୦୨୬
ସମ୍ବଲପୁର ଜିଲ୍ଲା ରେଢ଼ାଖୋଲ ବ୍ଲକ ବଡବାହାଲ ପଞ୍ଚଖଣ୍ଡା ଉଚ୍ଚ ବିଦ୍ୟାଳୟ ୩୭ ତମ ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଯାଇଛି ବିଦ୍ୟାଳୟ ର ପ୍ରଧାନ ଶିକ୍ଷକ ପବିତ୍ର ମୋହନ ବିଶ୍ୱାଳ ଙ୍କ ସଭାପତିତ୍ୱ ରେ ଅନୁଷ୍ଠିତ ଉତ୍ସବ ରେ ମୁଖ୍ୟ ଅତିଥି ଭାବରେ ରେଢ଼ାଖୋଲ ବ୍ଲକ ଅଧକ୍ଷ ପ୍ରଦୀପ ପ୍ରଧାନ ମୁଖ୍ୟ ବକ୍ତା ପ୍ରଧାନ ଶିକ୍ଷକ ଶତ୍ରୁଘନ ସ୍ୱାଇଁ ଓ ସମ୍ମାନିତ ଅତିଥି ଭାବେ ବିଦ୍ୟାଳୟ ର ପୂର୍ବତନ ପ୍ରଧାନ ଶିକ୍ଷକ ଶୁଭ୍ରାଂଶୁ ପ୍ରଧାନ, ଜିଲ୍ଲା ପରିଷଦ ଶରତ ପ୍ରଧାନ ବଡବାହାଲ ଗ୍ରାମ ପଂଚାୟତ ସରପଞ୍ଚ ମମତା ସାହୁ, ପୂର୍ବତନ ସରପଞ୍ଚ ବିଶ୍ୱରଂଜନ ପ୍ରଧାନ କବି କାଳିଆ ସାହୁ ପ୍ରମୁଖ ମୁଖ୍ୟ ଅତିଥି ମଂଚାସୀନ ଥିଲେ, ବିଭିନ୍ନ ବିଭାଗ ରେ ହୋଇଥିବା ପ୍ରତିଯୋଗିତା ରେ ୫୮ ଜଣ ପ୍ରତିଯୋଗୀ ଛାତ୍ର ଛାତ୍ରୀ ମାନଙ୍କୁ ଅତିଥି ମାନଙ୍କ ଦ୍ଵାରା ପୁରସ୍କୃତ କରାଯାଇଥିଲା

38
7143 views

Comment