logo
Select Language
Hindi
Bengali
Tamil
Telugu
Marathi
Gujarati
Kannada
Malayalam
Punjabi
Urdu
Oriya

କଟକ ଜିଲ୍ଲା ଆଠଗଡ଼ ଥାନା ଅନ୍ତର୍ଗତ କୋରଙ୍ଗା ଗ୍ରାମ ଏବଂ ନିକଟସ୍ଥ କାଜୁ ଜଙ୍ଗଲରେ ଆଠଗଡ ଅବକାରୀ ବିଭାଗ, ବାଙ୍କୀ ଅବକାରୀ ଥାନା, District Mobile Unit, E.I & EB Unit-I ଏବଂ

କଟକ ଜିଲ୍ଲା ଆଠଗଡ଼ ଥାନା ଅନ୍ତର୍ଗତ କୋରଙ୍ଗା ଗ୍ରାମ ଏବଂ ନିକଟସ୍ଥ କାଜୁ ଜଙ୍ଗଲରେ ଆଠଗଡ ଅବକାରୀ ବିଭାଗ, ବାଙ୍କୀ ଅବକାରୀ ଥାନା, District Mobile Unit, E.I & EB Unit-I ଏବଂ ଆଠଗଡ଼ ଥାନା ସହିତ ଏକ ମିଳିତ ଚଡାଉ କରାଯାଇ ଥିଲା। ଉକ୍ତ ଚଡାଉରେ ସର୍ବମୋଟ ୨୯୭୫ ଲିଟର ଦେଶୀ ମଦ ସହ ୨୪୭୧୦ ଲିଟର ମଦ ପ୍ରସ୍ତୁତ ନିମନ୍ତେ ବ୍ୟବହୃତ ହେଉଥିବା ଗୁଡ ପୋଚ ଉଦ୍ଧାର କରାଯାଇ ଘଟଣା ସ୍ଥଳରେ ନଷ୍ଟ କରାଯାଇଛି ଏବଂ ୭ ଗୋଟି ମାମଲା ରୁଜୁ କରା ଯାଇଛି। ଗଣେଶ ପାଣିଗ୍ରାହୀ ରିପୋର୍ଟ

10
2134 views

Comment