logo
Select Language
Hindi
Bengali
Tamil
Telugu
Marathi
Gujarati
Kannada
Malayalam
Punjabi
Urdu
Oriya

କୋରାପୁଟ ପୋଲିସକୁ ମିଳିଛି ବଡ଼ ସଫଳତା

କୋରାପୁଟ ପୋଲିସକୁ ମିଳିଛି ବଡ଼ ସଫଳତା ।
ଓଡିଶା - ଆନ୍ଧ୍ର ସୀମାନ୍ତ ଜଙ୍ଗଲରୁ ୨୦୦ କୋଟି ଟଙ୍କାର ଗଞ୍ଜେଇ ତେଲ ଏବଂ ୫ କୋଟି ଟଙ୍କାର ଗଞ୍ଜେଇ ଜବତ ହୋଇଛି। ଏହାକୁ ନେଇ କୋରାପୁଟ ଏସ୍ ପି ରୋହିତ ବର୍ମା ଏକ ସାମ୍ବାଦିକ ସମ୍ମିଳନୀ ଜରିଆରେ ସୂଚନା ଦେଇଛନ୍ତି।

0
0 views

Comment