କୋରାପୁଟ ପୋଲିସକୁ ମିଳିଛି ବଡ଼ ସଫଳତା
କୋରାପୁଟ ପୋଲିସକୁ ମିଳିଛି ବଡ଼ ସଫଳତା । ଓଡିଶା - ଆନ୍ଧ୍ର ସୀମାନ୍ତ ଜଙ୍ଗଲରୁ ୨୦୦ କୋଟି ଟଙ୍କାର ଗଞ୍ଜେଇ ତେଲ ଏବଂ ୫ କୋଟି ଟଙ୍କାର ଗଞ୍ଜେଇ ଜବତ ହୋଇଛି। ଏହାକୁ ନେଇ କୋରାପୁଟ ଏସ୍ ପି ରୋହିତ ବର୍ମା ଏକ ସାମ୍ବାଦିକ ସମ୍ମିଳନୀ ଜରିଆରେ ସୂଚନା ଦେଇଛନ୍ତି।